Isaiah 65:24 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।