Isaiah 65:25 — Compare Translations
5 translations compared side by side
Odia - 1840
"ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହବେ। ସମାନେେ ଆମ୍ଭ ପବିତ୍ର ପର୍ବତ ରେ କୌଣସି ସ୍ଥାନ ରେ ହିଂସା କି ବିନାଶ କରିବେ ନାହିଁ। ସଦାପ୍ରଭୁ ଏହା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ । ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।