Isaiah 65:3 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ଵଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଆମ୍ଭ ସମ୍ମୁଖରେ ଗୁଡ଼ିଏ ଇଟା ଉପରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;