Isaiah 65:4 — Compare Translations

5 translations compared side by side

Odia - 1840
"ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କବର-ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
Odia IRV 2017 (ଓଡିଆ ବାଇବେଲ)
ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;