Isaiah 65:5 — Compare Translations

5 translations compared side by side

Odia - 1840
"ମାତ୍ର ସହେି ଲୋକମନେ କୁହନ୍ତି, ସେସ୍ଥାନ ରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭମାନେେ ତୁମ୍ଭ ଅପେକ୍ଷା ପବିତ୍ର।' କିନ୍ତୁ ସହେି ଲୋକମାନେ ଆମ୍ଭ ନାସିକାର ଧୂମସ୍ବରୂପ ଓ ଦିନସାରା ପ୍ରଜ୍ଜ୍ବଳିତ ଅଗ୍ନି ସ୍ବରୂପ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହନ୍ତି, ସ୍ଵସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ଵରୂପ, ଦିନଯାକ ପ୍ରଜ୍ଵଳିତ ଅଗ୍ନି ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।