Isaiah 65:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦବୋ। କାରଣ ସମାନେେ ପର୍ବତଗୁଡ଼ିକ ଉପ ରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପ ରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସମାନଙ୍କେ କାର୍ୟ୍ଯର ମାନ କଳନା କରି ପ୍ରତିଫଳ ସମାନଙ୍କେ କୋଳ ରେ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ଵଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ⇧ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”