Isaiah 65:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି, ଯେତବେେଳେ ଦ୍ରାକ୍ଷାଫଳ ରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥି ରେ ଆଶୀର୍ବାଦ ଅଛି, ସହେିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦ୍ରାକ୍ଷାପେଣ୍ତାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।