Isaiah 65:9 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସଠାେ ରେ ବସତି ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।