Isaiah 66:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ସ୍ଵର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ଗୋଷ୍ଠୀର ବିଗ୍ଭର କରିବେ ସଦାପ୍ରଭୁ ଏହିକଥା କୁହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭେମାନେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରି ପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ?