Isaiah 66:10 — Compare Translations

5 translations compared side by side

Odia - 1840
"ୟିରୁଶାଲମକୁ ପ୍ ରମେ କରୁଥିବା ତୁମ୍ଭମାନେେ ସମସ୍ତେ ତା ସହିତ ଆନନ୍ଦ କର ଓ ତା' ପାଇଁ ଉଲ୍ଲସିତ ହୁଅ। ପୁଣି ତା' ପାଇଁ ଶାେକ କରୁଥିବା ତୁମ୍ଭମାନେେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ। ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା’ର ଆନନ୍ଦ ପାଇଁ ଉଲ୍ଲାସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Odia IRV 2017 (ଓଡିଆ ବାଇବେଲ)