Isaiah 66:11 — Compare Translations

5 translations compared side by side

Odia - 1840
"ତହିଁରେ ତୁମ୍ଭମାନେେ ତାହାର ଦୟାରୂପ ସ୍ତନ୍ଯପାନ କରି ତୃପ୍ତ ହବେ; ତୁମ୍ଭମାନେେ ତା'ର ଦୁଗ୍ଧ ଦୋହନ କରି ତାହାର ଐଶ୍ବର୍ୟ୍ଯର ବାହୁଲ୍ଯ ରେ ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ଵନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ଚର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ତୁମ୍ଭେମାନେ ତାହାର ଦୟାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ତା’ର “ଦୁ‌ଗ୍‌ଧ” ଦୋହନ କରି ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।