Isaiah 66:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କୁହନ୍ତି, ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସବେକ ହବେ ଏବଂ ଗୋଟିଏ ଅଣ୍ଟା ରେ ବହନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ଵର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ କକ୍ଷରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା’ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।