Isaiah 66:13 — Compare Translations

5 translations compared side by side

Odia - 1840
"ମାଆ ଯେପରି ତା'ର ସନ୍ତାନକୁ ସାନ୍ତ୍ବନା ଦିଏ, ଆମ୍ଭେ ସହେିପରି ତୁମ୍ଭମାନଙ୍କୁ ସାନ୍ତ୍ବନା ଦବୋ ଓ ତୁମ୍ଭମାନେେ ୟିରୁଶାଲମ ରେ ସାନ୍ତ୍ବନା ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଜଣକୁ ତାହାର ମାତା ସାନ୍ତ୍ଵନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ଵନା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମା ଯେପରି ତା’ର ସନ୍ତାନକୁ ସାନ୍ତ୍ୱନା ଦିଏ, ଆମ୍ଭେ ସେହିପରି ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେବା ଓ ତୁମ୍ଭେମାନେ ଯିରୁଶାଲମରେ ସାନ୍ତ୍ୱନା ଲାଭ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”