Isaiah 66:14 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ଵିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ଆନନ୍ଦିତ ହେବ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତେଜ ହେବ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପରେ ପ୍ରକାଶିତ ହେବ। ଆଉ ମଧ୍ୟ ସେ ନିଜ ଶତ୍ରୁମାନଙ୍କ ଉପରେ କୁପିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
Odia IRV 2017 (ଓଡିଆ ବାଇବେଲ)