Isaiah 66:15 — Compare Translations

5 translations compared side by side

Odia - 1840
"ଦେଖ, ସଦାପ୍ରଭୁ ଅତ୍ଯନ୍ତ କୋରଧ ରେ ପ୍ରଜ୍ଜ୍ବଳିତ ଅଗ୍ନିଧରି ସମାନଙ୍କେୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାଯୁ ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ଵଳିତ ଅଗ୍ନି ଦ୍ଵାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ ଅତ୍ୟନ୍ତ କ୍ରୋଧରେ ପ୍ରଜ୍ୱଳିତ ଅଗ୍ନିଧରି ସେମାନଙ୍କୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।