Isaiah 66:16 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ଅଗ୍ନି ଓ ଖଡ୍ଗ ଦ୍ବାରା ମର୍ତ୍ତ୍ଯର ସମସ୍ତ ବିବାଦ ନିଷ୍ପନ୍ନ କରିବେ। ସେତବେେଳେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକ ଅନକେ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଅଗ୍ନି ଦ୍ଵାରା ଓ ଆପଣା ଖଡ଼୍ଗ ଦ୍ଵାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ଵାରା ହତ ଲୋକ ଅନେକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଅଗ୍ନି ଓ ଖଡ଼୍ଗ ଦ୍ୱାରା ମର୍ତ୍ତ୍ୟର ସମସ୍ତ ବିବାଦ ନିଷ୍ପନ୍ନ କରିବେ। ସେତେବେଳେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକ ଅନେକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।