Isaiah 66:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କୁହନ୍ତି, ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ୟିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ଯଦ୍ରବ୍ଯ ଓ ମୂଷା ଖାଆନ୍ତି, ସମାନେେ ସମସ୍ତେ ଏକତ୍ର ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କୁହନ୍ତି, “ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ଯିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ୟଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ସମସ୍ତେ ଏକତ୍ର ବିନଷ୍ଟ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।”