Isaiah 66:18 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ଆମ୍ଭେ ସେମାନଙ୍କର କାର୍ଯ୍ୟ ଓ ଶିକ୍ଷାପ୍ରଣାଳୀ ଜାଣୁ, ସର୍ବଦେଶୀୟ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
“କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।