Isaiah 66:19 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ଵୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍‍, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”