Isaiah 66:2 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।” ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।