Isaiah 66:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଇଶ୍ରାୟେଲର ଲୋକମାନେ ଯେପରି ପବିତ୍ର ପାତ୍ର ରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସହେିପରି ସମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ବ ଉପ ରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ୟିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ବରୂପ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି-ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ଵ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”