Isaiah 66:21 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସଦାପ୍ରଭୁ କୁହନ୍ତି, ଆମ୍ଭେ ସମାନଙ୍କେ ମଧ୍ଯରୁ ଯାଜକ ଓ ଲବେୀୟ ହବୋପାଇଁ ଲୋକ ଗ୍ରହଣ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା,” ଏହା ସଦାପ୍ରଭୁ କହନ୍ତି।