Isaiah 66:22 — Compare Translations

5 translations compared side by side

Odia - 1840
"କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ “କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।