Isaiah 66:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମାେ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମଦିନ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି।