Isaiah 66:24 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Odia IRV 2017 (ଓଡିଆ ବାଇବେଲ)
“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”