Isaiah 66:3 — Compare Translations

5 translations compared side by side

Odia - 1840
"ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବାଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ଵଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ଯେ ଗୋବଧ କରେ ସେ ନରହତ୍ୟାକାରୀ ପରି ହୁଏ, ଯେ ମେଷଶାବକ ବଳିଦାନ କରେ ଯେ କୁକୁରର ବେକ କାଟିଲା ଲୋକପରି ହୁଏ, ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକପରି ହୁଏ। ସେମାନେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସେମାନଙ୍କର ଆତ୍ମା ନିଜର ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Odia IRV 2017 (ଓଡିଆ ବାଇବେଲ)