Isaiah 66:4 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେ ପ୍ରତି କଠାେର ହବେି ଓ ଆଣିବି ଯାହା ସମାନେେ ଭୟ କରନ୍ତି କାରଣ ସମାନେେ ଉତ୍ତର କଲେ ନାହିଁ, ଯେତବେେଳେ ମୁଁ ସମାନଙ୍କେୁ ଡ଼ାକିଲି ଏବଂ ଶୁଣିଲେ ନାହିଁ ଯେତବେେଳେ ସମାନେେ କୁହା ହେଲେ। ସମାନେେ ସବୁକିଛି କଲେ ଯାହା ମାରେ ଚକ୍ଷୁ ରେ ମନ୍ଦ ବୋଲି ବୁଝା ହେଲା। ସମାନେେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କ ପ୍ରତି କଠୋର ହେବି ଓ ଆଣିବି ଯାହା ସେମାନେ ଭୟ କରନ୍ତି କାରଣ ସେମାନେ ଉତ୍ତର କଲେ ନାହିଁ, ଯେତେବେଳେ ମୁଁ ସେମାନଙ୍କୁ ଡାକିଲି ଏବଂ ଶୁଣିଲେ ନାହିଁ ଯେତେବେଳେ ସେମାନେ କୁହା ହେଲେ। ସେମାନେ ସବୁକିଛି କଲେ ଯାହା ମୋର ଚକ୍ଷୁରେ ମନ୍ଦ ବୋଲି ବୁଝା ହେଲା। ସେମାନେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”
Odia IRV 2017 (ଓଡିଆ ବାଇବେଲ)