Isaiah 66:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ⇧; ମାତ୍ର ସେମାନେ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଦିନ ସଦାପ୍ରଭୁଙ୍କ ବାକ୍ୟରେ କମ୍ପିତ ହେଉଅଛ, ତାଙ୍କର ବାକ୍ୟ ଶୁଣ। “ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି; ସେମାନେ କହି ଅଛନ୍ତି, ‘ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହୁଅନ୍ତୁ,’ ମାତ୍ର ସେମାନେ ଲଜ୍ଜିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।