Isaiah 66:6 — Compare Translations

5 translations compared side by side

Odia - 1840
"ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ବର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବଣ!
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତି ଓ ଏକ ନୂତନ ଗୋଷ୍ଠୀ ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ୱର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!
Odia IRV 2017 (ଓଡିଆ ବାଇବେଲ)
ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!