Isaiah 66:7 — Compare Translations
5 translations compared side by side
Odia - 1840
"କୌଣସି ରମଣୀ ଗର୍ଭବଦନୋ ପାଇଲା ପ ରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବଦନୋ ପୂର୍ବେ ସେ ପ୍ରସବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ରମଣୀ ଗର୍ଭବେଦନା ପାଇଲା ପରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବେଦନା ପୂର୍ବେ ସେ ପ୍ରସବ କଲା। ଏ ପ୍ରକାର କିଏ ଶୁଣି ଅଛି? ଏ ପ୍ରକାର କିଏ ଦେଖିଅଛି? ଏକ ଦିନରେ କ’ଣ କୌଣସି ଦେଶ ଜନ୍ମ ନେବ? କୌଣସି ଗୋଷ୍ଠୀକୁ କ’ଣ ଲୋକେ ଏକା ବେଳେକେ ଜନ୍ମ ଦେବେ? ସିୟୋନ ଗର୍ଭବେଦନା ପାଇଲାମାତ୍ରେ ସେ ତା’ର ସନ୍ତାନଗଣଙ୍କୁ ପ୍ରସବ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।
Odia IRV 2017 (ଓଡିଆ ବାଇବେଲ)
ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।