Isaiah 66:8 — Compare Translations
4 translations compared side by side
Odia - 1840
"ଏ ପ୍ରକାର କିଏ ଶୁଣି ଅଛି। ଏ ପ୍ରକାର କିଏ ଦେଖିଅଛି? ଏକ ଦିନ ରେ କ'ଣ କୌଣସି ଦେଶ ଜନ୍ମ ନବେ? କୌଣସି ଗୋଷ୍ଠୀକୁ କ'ଣ ଲୋକେ ଏକା ବେଳକେେ ଜନ୍ମ ଦବେେ? ସିୟୋନ ଗର୍ଭ ବଦନୋ ପାଇଲାମାତ୍ ରେ ସେ ତା'ର ସନ୍ତାନଗଣଙ୍କୁ ପ୍ରସବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।”