Isaiah 66:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ କ'ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ଵର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?” ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା?”