Isaiah 7:1 — Compare Translations

5 translations compared side by side

Odia - 1840
"ସଯାଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ରସଯାଥମ, ଅରାମର ରାଜା ଉତ୍ସୀନ ଓ ପଲକହ ଇଶ୍ରାଲୟଲର ରାଜା ରମଲୀଯଙ୍କର ପୁତ୍ର ଥିଲଲ। ଯିହୁଦାସର ଆହସ ରାଜତ୍ବ କରୁଥିବା ସମୟଲର ଉତ୍ସୀନ ଓ ପଲକହ ତାଙ୍କ ସହିତ ସଂଗ୍ରାମ କରିବାକୁ ୟିରୁଶାଲମକୁ ୟାଇଥିଲଲ। ମାତ୍ରସସମାଲନସସହି ନଗରୀକୁ ପରାସ୍ତ କରିପାରିଲଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆରାମର ଦୁଃଖ ଯୋଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ର ଯୋଥମ୍, ଅରାମର ରାଜା ରତ୍ସୀନ ଓ ପେକହ ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ଥିଲେ। ଯିହୁଦାରେ ଆହସ ରାଜତ୍ୱ କରୁଥିବା ସମୟରେ ରତ୍ସୀନ ଓ ପେକହ ତାଙ୍କ ସହିତ ସଂଗ୍ରାମ କରିବାକୁ ଯିରୁଶାଲମକୁ ଯାଇଥିଲେ। ମାତ୍ର ସେମାନେ ସେହି ନଗରୀକୁ ପରାସ୍ତ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍‍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।