Isaiah 7:10 — Compare Translations

5 translations compared side by side

Odia - 1840
"ତା'ପସର ସଦାପ୍ରଭୁ ଆହସଙ୍କୁ କହି ଚାଲିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଇମ୍ମାନୁୟେଲ-ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି ତା’ପରେ ସଦାପ୍ରଭୁ ଆହସଙ୍କୁ କହି ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,