Isaiah 7:11 — Compare Translations
5 translations compared side by side
Odia - 1840
"ସସ କହିଲଲ, ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ଏ ଗୁଡ଼ିକ ସତ୍ୟ ବୋଲି ତୁମ୍ଭେ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ। ସେହି ଚିହ୍ନ ଅଧୋଲୋକରୁ ହେଉ କିମ୍ବା ଉର୍ଦ୍ଧଲୋକରୁ ହେଉ ସଦାପ୍ରଭୁଙ୍କୁ ସେହି ଚିହ୍ନ ମାଗ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।”