Isaiah 7:12 — Compare Translations

5 translations compared side by side

Odia - 1840
"ମାତ୍ର ଆହସ କହିଲଲ, ମୁଁ ପ୍ରମାଣ ସ୍ବରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଚାସହଁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”