Isaiah 7:13 — Compare Translations
5 translations compared side by side
Odia - 1840
"ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?