Isaiah 7:14 — Compare Translations

5 translations compared side by side

Odia - 1840
"ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା’ର ନାମ ସେ ଇମ୍ମାନୁୟେଲ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।