Isaiah 7:15 — Compare Translations

5 translations compared side by side

Odia - 1840
"ଇମ୍ମାନୁଯଲଲ ଲହୁଣୀ ଓ ମହୁ ଖାଇବ।ସତଣୁସସ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ଯାଗ କରିବା ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଇମ୍ମାନୁୟେଲ ଲହୁଣୀ ଓ ମହୁ ଖାଇବ। ତେଣୁ ସେ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ୟାଗ କରିବା ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
Odia IRV 2017 (ଓଡିଆ ବାଇବେଲ)
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।