Isaiah 7:16 — Compare Translations
5 translations compared side by side
Odia - 1840
"ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ଯ କରିବା ଜାଣିବା ପୂର୍ବରୁ ତୁମ୍ଲଭମାଲନ ଇଫ୍ରଯିମକୁ ଓ ଅରାମକୁ ତ୍ଯାଗ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ୟ କରିବା ଜାଣିବା ପୂର୍ବରୁ ତୁମ୍ଭେମାନେ ଇଫ୍ରୟିମକୁ ଓ ଅରାମକୁ ତ୍ୟାଗ କରିବା। କାରଣ “ତୁମ୍ଭେମାନେ ସେହି ଦୁଇ ରାଜାଙ୍କୁ ଘୃଣା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।