Isaiah 7:17 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଲଭମାଲନ ସଦାପ୍ରଭୁଙ୍କୁ ଭୟ କରିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିଲବ।ସସହି ଦୁଃସମୟ ତୁମ୍ଭସଲାକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରଲମଶ୍ବର କ'ଣ କରିଲବ?ସସ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧସର ଲଢ଼ିବାକୁ ଆଣିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। “କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିବେ। ସେହି ଦୁଃସମୟ ତୁମ୍ଭ ଲୋକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରମେଶ୍ୱର କ’ଣ କରିବେ? ସେ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”