Isaiah 7:18 — Compare Translations
5 translations compared side by side
Odia - 1840
"ସସହି ସମୟଲର ସଦାପ୍ରଭୁ ମକ୍ଷିକାକୁ ଆହ୍ବାନସଦଲବ।ସସହି ମକ୍ଷିକା ମିଶରସର ନଦୀ ନିକଟଲର ଅଛି। ବର୍ତ୍ତମାନ ମଧୁମକ୍ଷିକା ଅଶୂରସଦଶସର ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ଯକୁ ଆସିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ ସଦାପ୍ରଭୁ ‘ମକ୍ଷିକା’କୁ ଆହ୍ୱାନ ଦେବେ। ସେହି ମକ୍ଷିକା ମିଶରରେ ନଦୀ ନିକଟରେ ଅଛି। ବର୍ତ୍ତମାନ ‘ମଧୁମକ୍ଷିକା’ ଅଶୂର ଦେଶରେ ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ୟକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।