Isaiah 7:19 — Compare Translations

5 translations compared side by side

Odia - 1840
"ସସହି ଶତ୍ରୁଗଣ ଗହ୍ବରମାନଙ୍କର, ପର୍ବତର ଗୁମ୍ଫାମାନଙ୍କସର କଣ୍ଟାବୁଦାମାନଙ୍କସର ଓ ଚରାଭୂମି ମାନଙ୍କସର ବାସ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁଗଣ ଗହ୍ୱରମାନଙ୍କର, ପର୍ବତର ଗୁମ୍ଫାମାନଙ୍କରେ କଣ୍ଟାବୁଦାମାନଙ୍କରେ ଓ ଚରାଭୂମି ମାନଙ୍କରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।