Isaiah 7:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯିହୁଦାକୁ ଦଣ୍ଡସଦବାକୁ ଅଶୂରକୁ ବ୍ଯବହାର କରିଲବ। ଅଶୂର ଭଡ଼ାଟିଆ ଏବଂ କ୍ଷୁର ସଦୃଶ ବ୍ଯବହୃତସହବ। ଯିହୁଦାର ମସ୍ତକ ଓ ପଦକୁ କ୍ଷୌର ସଦାପ୍ରଭୁଙ୍କ ଦ୍ବାରାସହବ। ସଦାପ୍ରଭୁ ଯିହୁଦାର ଦାଢ଼ି କ୍ଷୌର କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୁଦାକୁ ଦଣ୍ଡ ଦେବାକୁ ଅଶୂରକୁ ବ୍ୟବହାର କରିବେ। ଅଶୂର ଭଡ଼ାଟିଆ ଏବଂ କ୍ଷୁର ସଦୃଶ ବ୍ୟବହୃତ ହେବ। ଯିହୁଦାର ମସ୍ତକ ଓ ପଦକୁ କ୍ଷୌର ସଦାପ୍ରଭୁଙ୍କ ଦ୍ୱାରା ହେବ। ସଦାପ୍ରଭୁ ଯିହୁଦାର ଦାଢ଼ି କ୍ଷୌର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।