Isaiah 7:21 — Compare Translations
5 translations compared side by side
Odia - 1840
"ସସହି ସମୟଲରସକହି ଜଲଣ ବ୍ଯକ୍ତିସଗାଟିଏ ଗାଈ ଓ ଦୁଇସଗାଟିସମଷ ପାଳିବଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ କେହି ଜଣେ ବ୍ୟକ୍ତି ଗୋଟିଏ ଗାଈ ଓ ଦୁଇ ଗୋଟି ମେଷ ପାଳିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,