Isaiah 7:22 — Compare Translations

5 translations compared side by side

Odia - 1840
"ସସହି ଗାଈର ପ୍ରଚୁର ଦୁଗ୍ଧସରସସ ଦଧି ଖାଇବଲ ଓସସସଦଶର ପ୍ରଲତ୍ୟକକସଲାକ ଦଧି ଓ ମଧୁ ଭକ୍ଷଣ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗାଈର ପ୍ରଚୁର ଦୁ‌ଗ୍‌ଧରେ ସେ ଦଧି ଖାଇବେ ଓ ସେ ଦେଶର ପ୍ରତ୍ୟେକ ଲୋକ ଦଧି ଓ ମଧୁ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।