Isaiah 7:23 — Compare Translations

5 translations compared side by side

Odia - 1840
"ସସହି ଭୂମିଲର କ୍ଷଲତମାନଙ୍କସର ଏକ ହଜାର ଦ୍ରାକ୍ଷାଲତାସହବ। ପ୍ରଲତ୍ୟକକ ଦ୍ରାକ୍ଷାଲତାର ମୂଲ୍ଯ 1,000ସର ୗପ୍ୟ ମୁଦ୍ରାସହବ। ମାତ୍ରସସହି କ୍ଷଲତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭୂମିରେ କ୍ଷେତମାନଙ୍କରେ ଏକ ହଜାର ଦ୍ରାକ୍ଷାଲତା ହେବ। ପ୍ରତ୍ୟେକ ଦ୍ରାକ୍ଷାଲତାର ମୂଲ୍ୟ 1000 ରୌପ୍ୟ ମୁଦ୍ରା ହେବ। ମାତ୍ର ସେହି କ୍ଷେତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।