Isaiah 7:24 — Compare Translations
5 translations compared side by side
Odia - 1840
"ସସହି ଭୂମି ବଣସହାଇଯିବ ଏବଂ ତାହା କଲବଳ ଶିକାରସଯାଗ୍ଯସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭୂମି ବଣ ହୋଇଯିବ ଏବଂ ତାହା କେବଳ ଶିକାର ଯୋଗ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।