Isaiah 7:25 — Compare Translations
5 translations compared side by side
Odia - 1840
"ଦିନ ଥିଲାସଲାକମାଲନସସଠାସର କାର୍ୟ୍ଯରତ ରହୁଥିଲଲ ଓ ପାହାଡ଼ ଉପସର ଖାଦ୍ୟ ଉତ୍ପାଦନ କରୁଥିଲଲ। ମାତ୍ରସସଦିନସଲାକମାଲନ ଆଉସସଠାକୁ ଯିଲବ ନାହିଁ।ସସହି ସ୍ଥାନ ଅନାବନା ଘାସ ଓ କଣ୍ଟକଲର ପୂର୍ଣ୍ଣସହବ। କଲବଳ ମଲଣ୍ଢା ଓସଗାରୁପଲମାନଙ୍କରସସ ଚରାଭୂଇଁସହବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନ ଥିଲା ଲୋକମାନେ ସେଠାରେ କାର୍ଯ୍ୟରତ ରହୁଥିଲେ ଓ ପାହାଡ଼ ଉପରେ ଖାଦ୍ୟ ଉତ୍ପାଦନ କରୁଥିଲେ। ମାତ୍ର ସେଦିନ ଲୋକମାନେ ଆଉ ସେଠାକୁ ଯିବେ ନାହିଁ। ସେହି ସ୍ଥାନ ଅନାବନା ଘାସ ଓ କଣ୍ଟକରେ ପୂର୍ଣ୍ଣ ହେବ। କେବଳ ମେଣ୍ଢା ଓ ଗୋରୁପଲମାନଙ୍କର ସେ ଚରାଭୂଇଁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।