Isaiah 7:3 — Compare Translations

5 translations compared side by side

Odia - 1840
"ତା'ପସର ସଦାପ୍ରଭୁ ଯିଶାଇୟଙ୍କୁ କହିଲଲ, ତୁମ୍ଲଭ ଓ ତୁମ୍ଭର ପୁତ୍ର ଶାର-ୟାଶୂବ ୟିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷଲତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀସର ନାଳ ମୁଣ୍ଡସର ଆହସଙ୍କୁ ଭଲଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭର ପୁତ୍ର ଶାର-ଯାଶୂବ ଯିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀରେ ନାଳ ମୁଣ୍ଡରେ ଆହସଙ୍କୁ ଭେଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।